ମହିଳା ଏସଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣାରେ ୩ ଅଭିଯୁକ୍ତ ଗିରଫ

ରାଜଧାନୀରେ ମହିଳା ଏସଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣା ୩ ଅଭିଯୁକ୍ତଙ୍କୁ ସହିଦନଗର ଥାନା ପୋଲିସ ଗିରଫ କରିଛି । ନିଶାଶକ୍ତ ଅବସ୍ଥାରେ ମହିଳା ଏସଆଇଙ୍କୁ ଆକ୍ରମଣ ଉଦ୍ୟମ କରିଥିବା ଜଣାପଡିଛି । ସମସ୍ତ ଅଭିଯୁକ୍ତ ପେଶାରେ ଡ୍ରାଇଭର ।

ଆନନ୍ଦବଜାର ଅଞ୍ଚଳରେ ସମସ୍ତ ଅଭିଯୁକ୍ତ ରୁହନ୍ତି । ମହିଳା ଥାନା ପୁଲିସ୍ ଏସ୍ଆଇ ଶୁଭଶ୍ରୀ ନାୟକ ଥାନାରୁ ଡ୍ୟୁଟି ସାରି ନିଜ କାର୍ରେ ଘରକୁ ଫେରୁଥିଲେ ।

କାର୍ଟି ଅଚାନକ ତାଙ୍କ ଆଗକୁ ମାଡ଼ିଆସିବାରୁ ଭୟରେ ନିଜ କାର୍କୁ ରାସ୍ତା କଡ଼କୁ ନେଇଯାଇଥିଲେ । ଏହି ସମୟରେ ଦୁର୍ବୃତ୍ତମାନେ ଇନୋଭାରୁ ବାହାରି ହାତରେ ଖଣ୍ଡା ଧରି ତାଙ୍କ ଆଡ଼କୁ ଆସିଥିଲେ । ଏସଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣା ୩ ଅଭିଯୁକ୍ତଙ୍କୁ ସହିଦନଗର ଥାନା ପୋଲିସ ଗିରଫ କରିଛି ।

Post Views26 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!