ଆସିଲା ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଆସିଲା ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ବାସରୁଦ୍ଧ ହୋଇ ରାଜଶ୍ରୀଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ଅଛି । ମୃତ୍ୟୁ ପରେ ମୁଣ୍ଡରେ କ୍ଷତ ଚିହ୍ନ ରହିଛି । ଗୁରୁଡିଝାଟିଆ ପୋଲସକୁ ପୋଷ୍ଟମଟମ୍ ରିପୋର୍ଟ ହସ୍ତାନ୍ତର କରାଯାଇଛି । ମୃତ୍ୟୁର କାରଣ ଜାଣିବାକୁ ଭିସେରା ରିପୋର୍ଟକୁ ଅପେକ୍ଷା ।

Post Views25 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!