ଛତିଶଗଡ଼ର ନୂଆ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି।

ଏଠାରେ ସୂଚନା ଥାଉ କି ୨୦୧୯ ଜୁଲାଇ ୧୬ ତାରିଖରେ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିବାର ରାଷ୍ଟ୍ରପତି ଭବନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଏହାପରେ ସେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଇଥିଲେ ଏବଂ ଦାୟିତ୍ବ ନିର୍ବାହ କରୁଥିଲେ।

Post Views34 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!