ମନ୍ତ୍ରୀ ନବ ଦାସଙ୍କୁ କାହିଁକି ମାରିଲା, ସବୁ ସତ କହିଦେଲା ଗୋପାଳ !

ନାର୍କୋ ଟେଷ୍ଟରେ ଅଭିଯୁକ୍ତ ଗୋପାଳ ସବୁ ମାନିଥିବା ସୂଚନା ମିଳିଛି। କେମିତି ଓ କାହିଁକି ମାରିଛି ସବୁ ନାର୍କୋ ଟେଷ୍ଟରେ ସେ କହିଛି।

ଗୋପାଳ ସବୁ କହିଥିବା ବ୍ରାଇମବ୍ରାଞ୍ଚ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ଗୋପାଳର ମାନସିକ ସ୍ଥିତି କ’ଣ ଥିଲା, ତାହା ମଧ୍ୟ ସେ ମାନିଥିବା ଜଣାପଡିଛି । ଏଇ ସପ୍ତାହରେ ଗୋପାଳର ନାର୍କୋ ଟେଷ୍ଟ ରିପୋର୍ଟ ଆସିବ ବୋଲି କ୍ରାଇମବ୍ରାଞ୍ଚ କହିଛି।

ସେପଟେ ଗୋପାଳ ସୁରକ୍ଷା ନେଇ ଜେଲ୍ ବିଭାଗ ଏବେ ଚିନ୍ତାରେ ପଡ଼ି ଯାଇଛି। ଝାରସୁଗୁଡା ରୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଜେଲ୍ ବିଭାଗ ପ୍ରସ୍ତାବ ଦେଇଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!