ଅମିତ ଶାହାଙ୍କ ଦୁଇ ଦିନିଆ ମହାରାଷ୍ଟ୍ର ଗସ୍ତ

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଅମିତ ଶାହାଙ୍କ ଦୁଇ ଦିନିଆ ମହାରାଷ୍ଟ୍ର ଗସ୍ତ।ଫେବୃଆରୀ ୧୮ ଏବଂ ୧୯ରେ ୨ଦିନିଆ ମହାରାଷ୍ଟ୍ର ଗସ୍ତ କରିବେ। ଏହି ସମୟରେ ଶାହା ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।

ସୂଚନାନୁସାରେ, ଫେବୃଆରୀ ୧୮ରେ ଅମିତ ଶାହା ନାଗପୁରର ଡ. ଆମ୍ବେଦକରଙ୍କ ଦୀକ୍ଷା ଭୂମିଙ୍କ ନିକଟକୁ ଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।

ଏହାପରେ ନାଗପୁରର ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପରେ ଶାହ ଫେବୃଆରୀ ୧୮ରେ ପୁଣେରେ ପହଞ୍ଚିବେ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି ସମୟରେ ଶାହା ପୁଣେରେ ଜମ୍ମୁ-କଶ୍ମୀରରେ ଶହୀଦ ହୋଇଥିବା ଯବାନ, ପୋଲିସ କର୍ମଚାରୀ ଏବଂ ସାଧାରଣ ନାଗରିକଙ୍କ ପିଲାମାନଙ୍କୁ ଭେଟିବେ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!