ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଡ୍ରାଇଭର ସଂଘ

ଆସନ୍ତାକାଲିଠାରୁ ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ଅଖ, ଚକ ବନ୍ଦ ଓ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଇଥିବା ବେଳେ ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଘରୋଇ ବସ୍ ମାଲିକ ସଂଘ ।

ରାଜ୍ୟର ସମସ୍ତ ରୁଟରେ ଘରୋଇ ବସ୍ ଗଡ଼ିବ। ଏନେଇ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛି ଘରୋଇ ବସ୍ ମାଲିକ ସଂଘ ।ଘରୋଇ ବସ୍ ମାଲିକ ସଂଘ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି।

କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପୁଲିସ୍କୁ ସ୍ଥିତି ଉପରେ ନଜର ରଖିବାକୁ ସଂଘ ଅନୁରୋଧ କରିଛି। ଡିଜିପି ମଧ୍ୟ ସେମାନଙ୍କୁ ନିର୍ଭୟରେ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ କହିଥିବା ଜଣାପଡ଼ିଛି।

Post Views27 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!