ଅମିତ୍ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରାଙ୍କୁ ମାଇଲଷ୍ଟୋନ ଆଓ୍ବାର୍ଡ

ଅମିତ୍ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରାଙ୍କୁ ମାଇଲଷ୍ଟୋନ ଆଓ୍ବାର୍ଡ କ୍ରୀଡ଼ାବିତ ଅମିତ୍ ରୋହିଦାସ, ଓ ବୀରେନ୍ଦ୍ର ଲାକ୍ରାଙ୍କୁ ମିଳୁଛି ମାଇଲଷ୍ଟୋନ ଆଓ୍ବାର୍ଡ ।

ନୂଆଦିଲ୍ଲୀ ଅଶୋକା ହୋଟେଲରେ ହକି ଇଣ୍ଡିଆର ବାର୍ଷିକ ପୁରସ୍କାର- ୨୦୨୨ ପ୍ରଦାନ କରାଯାଇଛି ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲୀପ ତିର୍କିଙ୍କ ଅଭିଭାଷଣ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

ସେପଟେ ହକି ବିଶ୍ଵକପକୁ ସଫଳତାର ସହ ଆୟୋଜନ କରିଥିବାରୁ ଓଡ଼ିଶାକୁ ହକି ଇଣ୍ଡିଆ ତରଫରୁ ସମ୍ମାନିତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆୱାର୍ଡ଼ ଗ୍ରହଣ କରିଥିଲେ ନୂଆଦିଲ୍ଲୀ ଆବାସିକ କମିଶନର ଏସ୍ ରବିକାନ୍ତ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!