ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେଙ୍କ ଆତ୍ମହତ୍ୟା

ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେଙ୍କ ଆତ୍ମହତ୍ୟା । ଅଭିନେତ୍ରୀ ଜଣକ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତାହା ଅସ୍ପଷ୍ଟ ରହିଚି । ବାରଣାସୀର ସାରନାଥ ଥାନାର ଏକ ଘରୋଇ ହୋଟେଲରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଛି ।

ଆକାଂକ୍ଷା ଭଦୋହୀ ଜନପଥ ପରସୀପୁରରେ ବାସିନ୍ଦା । ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଥିଲେ ଆକାଂକ୍ଷା ।

ସେ ‘ବୀରୋ କେ ବୀର’ ଓ ‘କସମ ପୈଦା କରନେ ୱାଲେ କି-୨’ ଫିଲ୍ମରେ ଅଭିନୟ କରିଥିଲେ ।

Post Views75 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!