ଆସନ୍ତା ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆସନ୍ତା ସୋମବାର ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ।

କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷିତାବିକାଶ, ଭିନ୍ନକ୍ଷମ ସଶକ୍ତିକରଣ, ରାଜସ୍ବ ବିଭାଗର ଅନେକ ଏଜେଣ୍ଡା ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିବ।

ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!