ଟେଲି ଆକ୍ଟ୍ରେସ ବୈଭବୀ ଉପାଧ୍ୟାୟଙ୍କ ପରଲୋକ

ଟେଲିଭିଜନ ଆକ୍ଟ୍ରେସ ବୈଭବୀ ଉପାଧ୍ୟାୟଙ୍କ ପରଲୋକ । ସରାଭାଇ ଭର୍ସେସ ସରାଭାଇ ଫେମ୍ ଅଭିନେତ୍ରୀ ବୈଭବୀ ଉପାଧ୍ୟୟଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ବୈଭବୀଙ୍କର ନିର୍ବନ୍ଧ ସରିଥିବା ବେଳେ ବିବାହ ପୂର୍ବରୁ ସେ ନିଜ ଭାବୀ ସ୍ୱାମୀଙ୍କ ସହ ହିମାଚଳ ପ୍ରଦେଶର କୁଲୁ ବୁଲିବାକୁ ଯାଇଥିଲେ। କିନ୍ତୁ ଏକ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଘଟଣାସ୍ଥଳରେ ହିଁ ବୈଭବୀଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୨ ବର୍ଷ ହୋଇଥିଲା ।

Post Views62 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!