କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ବିରୋଧରେ ଥାନାରେ ଏତଲା

କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବିରୋଧରେ ଥାନାରେ ଏତଲା । ମହିଳା ଥାନାରେ ଅଭିଯୋଗ କରିଛନ୍ତି ଜଣେ ମହିଳା କଣ୍ଠଶିଳ୍ପୀ ।

ମିଛ ପ୍ରଲୋଭନ ଦେଖାଇ ବିବାହ କରିବାକୁ କହି ପ୍ରତାରଣା କରିଥିବା ଅଭିଯୋଗ ହୋଇଛି । ସୌରିନ୍ ଭଟ୍ଟ ମହିଳା କଣ୍ଠଶିଳ୍ପୀଙ୍କୁ ଉଭୟ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା କଟକ ମହିଳା ଥାନାରେ ଅଭିଯୋଗ ହୋଇଛି ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!