ଶକ୍ତିକାନ୍ତ ଦାସ ଗଭର୍ଣ୍ଣର ଅଫ୍ ଦି ଇୟର । ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣରଙ୍କୁ ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି । ବିଶ୍ବ ବଜାରରେ ଅସ୍ଥିରତା ସତ୍ତ୍ବେ ଦେଶରେ ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । କୋଭିଡ ମହାମାରୀ ସମୟରେ ଇଏମଆଇ ନଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହାଫଳରେ ବିଶ୍ବ ଦରବାରେ ପ୍ରଶଂସିତ ହୋଇଛନ୍ତି ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ।
Related Posts
ଅଦିନିଆ ରଥଯାତ୍ରା, ଜଗନ୍ନାଥ ପ୍ରେମୀଙ୍କ ତୀବ୍ର ପ୍ରତିକ୍ରିୟା
ପୁଣି ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଭାଙ୍ଗିବାକୁ ଇସ୍କନର ଅପଚେଷ୍ଟା । ଆମେରିକାର ହ୍ୟୁଷ୍ଟନ ସହରରେ ଅଦିନିଆ ସ୍ନାନ ଯାତ୍ରା…
ଓଡ଼ିଶା ଆସୁଛନ୍ତି ରାଜନାଥ ସିଂହ ଓ ଭୂପିନ୍ଦର ଯାଦବ
ସରିଲା ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ । ହେଲେ ବର୍ତ୍ତମାନ ସୁଦ୍ଧା ଓଡିଶାର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ରହିଛି…
ଇଣ୍ଟରନ୍ୟାଶନାଲ ବ୍ୟାଙ୍କରୁ ସଷ୍ଟେନେବିଲିଟି ଲିଙ୍କ୍ଡ ଲୋନ୍
ଦେଶର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦନକାରୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ନିକଟରେ ଇଣ୍ଟରନ୍ୟାଶନାଲ ବ୍ୟାଙ୍କରୁ ସଷ୍ଟେନେବିଲିଟି ଲିଙ୍କ୍ଡ ଲୋନ୍ (ଏସ୍ଏଲ୍ଏଲ୍) ମାଧ୍ୟମରେ…

