ଶ୍ରୀମନ୍ଦିର ଅଭିମୁଖେ ଗଡିଲା ହଦଳୀମୁହିଁ ଦେବୀ ସୁଭଦ୍ରାଙ୍କ ରଥ

ଶ୍ରୀଜଗନ୍ନାଥଙ୍କ କୃପାରୁ ସବୁ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶୃଙ୍ଖଳିତ ଭାବେ ଶେଷ ହୋଇ ରଥଟଣା ଆରମ୍ଭ ହୋଇଯାଇଛି । ଦିନ ୧ଟା ୧୦ ସମୟରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି ।

ବର୍ଷା ହୋଇନଥିଲେ ମଧ୍ୟ ପାଣି ସିଂଚନ ଜାରି ରହିଛି ।ଆଜି ଶ୍ରୀମନ୍ଦିର ଅଭିମୁଖେ ଗଡିଲା ଚତୁର୍ଦ୍ଧାମୂରତିଙ୍କ ରଥ । ପ୍ରଥମେ ବଡ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ପଛେ ପଛେ ଗଡିଲା ଦେବୀ ସୁଭଦ୍ରା ଦେବଦଳନ ରଥ । ପରମ୍ପରା ଅନୁଯାୟୀ ସମସ୍ତ ନୀତି ସୁଂଖଳିତ ଭାବେ ଶେଷ ହୋଇଛି ।

ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ରଥ ପ୍ରଥମେ ଟଣାହୋଇଥିଲା ବେଳେ ପଛେ ପଛେ ଗଡିଚାଲିଛି ହଳଦୀମୁହିଁ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ

Post Views82 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!