ଫେବୃୟାରୀ ୨୦ରୁ ଆରମ୍ଭ ମାଟ୍ରିକ ପରୀକ୍ଷା

ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଫେବୃୟାରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବା ନେଇ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।

ବୋର୍ଡ ସୂଚନାନୁଯାୟୀ, ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୨ରୁ ଖାତାଦେଖା ଆରମ୍ଭ ହେବା। ଏହା ଅତିକମ୍‌ରେ ୧୨ ଦିନ ଚାଲିବ। ପରୀକ୍ଷା ସମ୍ପର୍କରେ ବିସ୍ତୃତ ବିବରଣୀ ପରେ ଘୋଷଣା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!