ଆକାଶପଥରେ ଯୋଡ଼ିହେବ କଳାହାଣ୍ଡି । ଉତ୍କେଲା ବିମାନବନ୍ଦରକୁ ମିଳିଲା ଲାଇସେନ୍ସ । ଉତ୍କେଲାରୁ ବିମାନ ଉଡିବା ପାଇଁ DGCA ଅନୁମତି ପ୍ରଦାନ କରିଛି । ଟ୍ବିଟ କରି କରି ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଭବାନୀପାଟଣାରୁ ଭୁବନେଶ୍ବରକୁ ଖୁବଶୀଘ୍ର ବିମାନ ସେବା ଆରମ୍ଭ ହେବ । ଏହାଫଳରେ ଯୋଗାଯୋଗ, ବାଣିଜ୍ୟ ଓ ପର୍ଯ୍ୟଟନ କ୍ଷେତ୍ର ସୁଦୃଢ ହେବ । ଗତମାସ DGCA ଟିମ୍ କଳାହାଣ୍ଡି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲା । ପୂର୍ବରୁ ଝାରସୁଗୁଡ଼ା, ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଓ ଜୟପୁରକୁ ବିମାନ ଯୋଗାଯୋଗ ବ୍ୟବସ୍ଥା ହୋଇଥିବାବେଳେ ଏବେ ଏହି ପର୍ଯ୍ୟାୟରେ ଯୋଡ଼ିହୋଇଛି ଭବନୀପାଟଣା ।
Related Posts
ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି
ଆଜି ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ…
ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା ଫଳ :ପାସ୍ ହାର ୯୫.୩୩ ପ୍ରତିଶତ
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦଶମ ଶ୍ରେଣୀ ପରୀକ୍ଷା-୨୦୨୬ ଦେଇଥିବା ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କର ହାତରେ ମାଟ୍ରିକ ରେଜଲ୍ଟ…
ଶିଳ୍ପରେ ଅଧିକ ମହିଳାଙ୍କୁ ନିଯୁକ୍ତି ଦିଆଯାଉ: ପ୍ରଭାତୀ ଦିଆଯାଉ: ପ୍ରଭାତୀ
ରାଜ୍ୟରେ ଶିଳ୍ପ ସଂସ୍ଥା ସ୍ଥାପନ କରୁଥିବା କମ୍ପାନୀଗୁଡ଼ିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଦେଇ ମହିଳାମାନଙ୍କ ନିଯୁକ୍ତି ଉପରେ ଧ୍ୟାନ…

