ରାଜ୍ୟ କାଲି ଚମକିବ କାଳିଆ adminApril 1, 2024 ତୁଟିଲା ବିବାଦ, କାଲି ଚମକିବ ମହାପ୍ରଭୁଙ୍କ ଶ୍ରୀମୁଖ ।ଆସନ୍ତା କାଲି ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ। ରଥଯାତ୍ରା ପରେ ପ୍ରଥମଥର ପାଇଁ ଶ୍ରୀ ଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ।ବୁଧବାର ଏବଂ ଗୁରୁବାରର ବିବାଦ ମଧ୍ଯରେ ଦୀର୍ଘ ଦିନ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇପାରିନଥିଲା | ଶେଷରେ ପରିଚାଳନା କମିଟି ବୈଠକ ଏବଂ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା ପରେ ବିବାଦର ସମାଧାନ ହୋଇଛି । କାଲି ବୁଧବାର ଶ୍ରାବଣ-ମଳ କୃଷ୍ଣ ନବମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟା ରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ | 86 Total Count
ପୁଣି ଖୋଲିବ ନବ ଦାସ ହତ୍ୟା ମାମଲାର ଫାଇଲ୍ ପୁଣି ଥରେ ଖୋଲିବ ନବ ଦାସ ହତ୍ୟା ମାମଲା । ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ୍ ରିଓପନ… August 13, 2024
ଲିଙ୍ଗିପୁର ସୁପରମାର୍ଟରେ ଲାଗିଲା ନିଆଁ ଘଣ୍ଟାଘଣ୍ଟା ହେଲା ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ… February 24, 2026
ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା… December 16, 2025