ଆସୁଛି ପ୍ରବଳ ବର୍ଷା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।ଏହାସହ କାଲିଠୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ । ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କଟକ, ଯାଜପୁର, କେନ୍ଦ୍ରାପଡା ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପଡିବ ସର୍ବାଧିକ ପ୍ରଭାବ ପଡିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!