କାଲି ସୂର୍ଯ୍ୟ ମିଶନ

କାଲି ଲଞ୍ଚ ହେବ ଆଦିତ୍ୟ-L1 । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ଦ୍ବିତୀୟ ଲଞ୍ଚ ପ୍ୟାଡରୁ ଦିନ ସ୍ପେସକ୍ରାଫ୍ଟ ଉତକ୍ଷେପଣ କରାଯିବ । ଇସ୍ରୋ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଲାଗି ସାରା ଦେଶବାସୀ କରିଛନ୍ତି ଅପେକ୍ଷା । ଇସ୍ରୋର ପ୍ରଥମ ମହାକାଶଭିତ୍ତିକ ସୋଲାର ଅଭଜର୍ଭଟୋରୀ ଆଦିତ୍ୟ ଏଲ୧ର ସଫଳତା ଉପରେ ରହିଛି ନଜର । ସୂର୍ଯ୍ୟ ଓ ପୃଥିବୀ ଅନ୍ତର୍ଗତ ଲାଗରେଞ୍ଜ ପଏଣ୍ଟ ୧ରେ ଏକ କକ୍ଷ ପଥରେ ସ୍ପେସକ୍ରାଫ୍ଟକୁ ମୁତୟନ କରାଯିବ । ପୃଥିବୀଠାରୁ ପ୍ରାୟ ୧୫ ଲକ୍ଷ କିଲୋମିଟର ଦୂରରେ ଅବସ୍ଥିତ ସୂର୍ଯ୍ୟ । ସୌରମଣ୍ଡଳରେ ଚାଲିଥିବା ବିଭିନ୍ନ ଆକ୍ଟିଭିଟି ସମ୍ପର୍କରେ ଗବେଷଣା କରିବ ଆଦିତ୍ୟ ଏଲ-୧ ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!