ଆଜିଠୁ ଆରମ୍ଭ ହୋଇଛି ଯୁକ୍ତଦୁଇ ନାମଲେଖା ପାଇଁ ଦ୍ବିତୀୟ ପର୍ଯ୍ୟାୟ । ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ସମସ୍ୟା ଯୋଗୁ ନାମ ଲେଖାଇପାରିନଥିବା ଛାତ୍ରଛାତ୍ରୀ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ପ୍ରଥମ ପର୍ଯ୍ୟାୟରେ ଆବେଦନ କରି ସିଟ୍ ପାଇନଥିବା ଛାତ୍ରଛାତ୍ରୀ ମଧ୍ୟ ନାମ ଲେଖାଇବା ପାଇଁ ଆବେଦନ କରିପାରିବେ । ସେମାନଙ୍କୁ ଆବେଦନ ଶୁଳ୍କ ଦେବାକୁ ପଡ଼ିବ ନାହିଁ । କେବଳ ନୂଆ ଆବେଦନ କରୁଥିବା ଛାତ୍ରଛାତ୍ରୀ ଆବଶ୍ୟକ ଫି ଦାଖଲ କରିବେ । ଆସନ୍ତା ୨୨ ତାରିଖ ମଧ୍ୟାହ୍ନ ୧୨ଟାରେ ସିଟ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ ।
Related Posts
ବ୍ୟକ୍ତିଗତ ଭାବେ ଭୁବନେଶ୍ୱର କୋର୍ଟରେ ହାଜର ହେଲେନି ପୀୟୂଷ
ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ମଞ୍ଚ ମନା ପ୍ରସଙ୍ଗ ଥମିବାର ନାଁ ଧରୁନାହିଁ। ଭୁବନେଶ୍ୱର କୋର୍ଟରେ ହାଜର ହେବାକୁ କୁହାଯାଇଥିବା…
ଚା”ର ସୁବାସ ସହ ସଂସ୍କାରର ବାର୍ତ୍ତା: ଚକେଇସିଆଣୀର ଆଦର୍ଶ ‘ପାତ୍ର ବାବୁ’
ଭୁବନେଶ୍ୱର, ଚକେଇସିଆଣୀ:ସକାଳର ପ୍ରଥମ କିରଣ ସହ ଯେତେବେଳେ ରାଜଧାନୀର ରାସ୍ତାଘାଟ ଚଳଚଞ୍ଚଳ ହୋଇଉଠେ, ସେତେବେଳେ ଚକେଇସିଆଣୀ ଅଞ୍ଚଳର ଏକ ଛୋଟ…
ଖୁବଶୀଘ୍ର ବନ୍ୟା କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକୁ ଯିବ ଟଙ୍କା
ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ। କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ…

