ଥରିଲା ମରକ୍କୋ । ତୁର୍କୀ ପରେ ମରକ୍କୋରେ ଭୂମିକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୮ ରହିଥିବା ବେଳ ବଡ଼ ବଡ଼ କୋଠା ଭୁଶୁଡିଯାଇଛି । ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି । ଆହୁରି ମୃତ୍ୟୁସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି। ଶହ ଶହ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଚାଲିଛି ଜୋରଦାର ରେସ୍କ୍ୟୁ ଅପରେସନ । ଆଫ୍ରିକୀୟ ଦେଶ ମରକ୍କୋରେ ସକାଳୁ ସକାଳୁ ଭୀଷଣ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ଉତ୍ପତ୍ତି ସ୍ଥଳ ମରକ୍କୋରୁ ୭୦ କିଲୋମିଟର ଦୂରରେ ଥିବା ସୂଚନା ମିଲିଛି ।
Related Posts
ଆଇପିଏସ୍ ଅନୁପମା ଜେମସଙ୍କୁ କେନ୍ଦ୍ରରେ ନିଯୁକ୍ତି
୨୦୧୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଅନୁପମା ଜେମସଙ୍କୁ କେନ୍ଦ୍ରରେ ନିଯୁକ୍ତି ମିଳିଛି । ସେ ଏନଆଇଏ(ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସୀ)ର…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସୌଜନ୍ୟମୂଳକ ସାକ୍ଷାତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍, ଛତିଶଗଡ଼ ରାଜ୍ୟପାଳ ରମଣ ସିଂ ଏବଂ ଆସାମ ମୁଖ୍ୟମନ୍ତ୍ରୀ…
ବାଙ୍କଚୂଡ ବେଶରେ ମହାପ୍ରଭୁ
() ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ…

