ପୁଣି ଭୟ ବଢାଇଲା ନିପା ଭାଇରସ୍‌

ପିଛା ଛାଡୁନି ଭାଇରସ୍‌ । ଏବେ ବି କମିନି ଭୟ । କେରଳକୁ ପୁଣି ଫେରିଲା ନିପା ଭାଇରସ୍‌ ।  କୋଝିକୋଡ଼ ଜିଲ୍ଲାରେ ଜ୍ବରରେ ଦୁଇ ଜଣଙ୍କ ମୃତ୍ୟୁ ପରେ ପୁଣି ଥରେ ରାଜ୍ୟରେ ନିପା ଭାଇରସ ବ୍ୟାପିବା ଆଶଙ୍କା ଦେଖାଦେଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଆଲର୍ଟରେ ରହିଛି । ଉଚ୍ଚସ୍ତରୀୟ ବୈଠକରେ ସ୍ଥିତି ନେଇ ସମୀକ୍ଷା କରିଛନ୍ତି କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ । ଉଭୟଙ୍କ ମୃତ୍ୟୁ ଏକ ଘରୋଇ ହସପିଟାଲରେ ହୋଇଛି। ନିପା ଭାଇରସ ଯୋଗୁଁ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!