ଅକ୍ଟୋବରରେ ଆସୁଛି ବାତ୍ୟା !

ଅକ୍ଟୋବରରେ ବାତ୍ୟା ଆଶଙ୍କା । ଆଇଏମଡି ଆକଳନ ଅନୁସାରେ ୨୯ ସେପ୍ଟେମ୍ବରରୁ ୫ ଅକ୍ଟୋବର ମଧ୍ୟରେ ଅବପାତ ହେବାର ୧୦୦ ପ୍ରତିଶତରୁ ୩୩ ପ୍ରତିଶତ ସମ୍ଭାବନା କମ ଦର୍ଶାଉଛି । ହେଲେ କିଛି ଅନ୍ତର୍ଜାତୀୟ ମଡେଲର ଆକଳନ ଅନୁସାରେ, ସେପ୍ଟେମ୍ବର ୨୮ କିମ୍ବା ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ଏବଂ ୩୦ ତାରିଖ ବେଳକୁ ଲଘୁଚାପ ଏବଂ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେଇପାରେ । ୧ ଅକ୍ଟୋବର ମଧ୍ୟରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା କେତେ ଘନୀଭୂତ ହେବ ଏବଂ କେଉଁ ଦିଗକୁ ମୁହାଁଇବ ତାହା ବର୍ତ୍ତମାନ ସ୍ପଷ୍ଟ ହୋଇନାହିଁ । ଏଥିପାଇଁ ବାତ୍ୟା ଗୁଜବ ତଥ୍ୟ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

Post Views22 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!