ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜିଠୁ ଆରମ୍ଭ ହୋଇଛି ମିଶନ ଶକ୍ତି ସ୍କୁଟର ଯୋଜନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି ।

ମହିଳାଙ୍କୁ ସଶକ୍ତିକରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଥିବା ବେଳେ ଏହି ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହୋଇପାରିବେ ।

ଏହି ଯୋଜନାରେ ଏସଏଚଜି ମହିଳାଙ୍କୁ ସ୍କୁଟର କିଣିବା ସହଜ ହେବ ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!