କାଲି ଚନ୍ଦ୍ରଗ୍ରହଣ, କଣ କରିବେ ?..  

ଏଥର ପୂର୍ଣ୍ଣମୀରେ ପଡୁଛି ଚନ୍ଦ୍ରଗ୍ରହଣ । ଚଳିତ ବର୍ଷ କୁମାର ପୂର୍ଣ୍ଣିମାରେ ଏକମାତ୍ର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ହେବ । ପାକତ୍ୟାଗ ସମୟ ଅପରାହ୍ନ ୪ଟା ୪ମିନିଟ୍ ୫୫ ସେକେଣ୍ଡରୁ ଆରମ୍ଭ ହୋଇ ରାତି ୨ଟା ୨୪ ମିନିଟ୍ ୨ ସେକେଣ୍ଡ ପର୍ଯ୍ୟନ୍ତ ରହିବ । କୁମାର ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଚନ୍ଦ୍ରପୂଜା ଓ ଆଞ୍ଜୁଳା ଟେକିବାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।କୁମାରୀ ଝିଅଙ୍କ ପର୍ବ କୁମାର ପୂର୍ଣ୍ଣିମା । ସଂଧ୍ୟାରେ ତୁଳସୀ ମୁଳରେ ପୂଜା କରନ୍ତି । ଜହ୍ନ ଉଇଁଲେ ଜହ୍ନି ଫୁଲ, ଫଳ ଓ ଖଇ ଆଦି ଆଞ୍ଜୁଳି ଟେକନ୍ତି । ତେବେ ଚଳିତ ବର୍ଷ ତେଣୁ ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ପୂଜାବିଧିକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!