ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ । ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ତାଙ୍କ ନାଁ ଘୋଷଣା କରାଯାଇଛି  । କଲେଜିୟମ ବୈଠକରେ ଜଷ୍ଟିସ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ ସଞ୍ଜୟ କିଶନ କୌଲ ଓ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ଗଠିତ ପାଟନା ହାଇକୋର୍ଟର ବରିଷ୍ଠ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ବିଚାରପତି ଜଷ୍ଟିସ ଚକ୍ରଧାରୀ ନାମ ସୁପାରିସ୍ କରିଛି ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!