ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ୍

ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ୍ । ସାମ୍ବାଦିକାଙ୍କୁ ମାଡ ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଦଳରେ ସର୍ତ୍ତମୂଳକ ଭାବେ ଜାମିନ ଦେଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ।

ପ୍ରଥା ଫିଲ୍ମ ପ୍ରିମିୟର ସମୟରେ ଶ୍ୱାତି କମ୍ବେ୍ଲକ୍ସରେ ମହିଳା ସାମ୍ବାଦିକାଙ୍କୁ ମାଡ ମାରିଥିବା ଟୁଟୁ ନାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ।

ଏହି ଘଟଣାରେ ଖାରବେଳ ଥାନା ପୁଲିସ ଦ୍ୱାରା ଶନିବାରଠାରୁ ଗିରଫ ହୋଇ ଜେଲରେ ଥିଲେ ଟୁଟୁ ନାୟକ । ତାଙ୍କ ବିରୋଧରେ ଦଫା ୩୫୪, ୩୪୧, ୩୨୩ ଓ ୨୯୪ ଲାଗୁ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା ।

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!