ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା

ଚଳିତ ବର୍ଷ ବାଲିଯାତ୍ରାରେ ମୋଟ ୧୪୦୦ ପ୍ଲଟ ଆବଣ୍ଟନ କରିବ ଜିଲ୍ଲା ପ୍ରଶାସନ। ନଭେମ୍ବର ୨୭ରୁ କଟକରେ ଆରମ୍ଭ ହେବାକୁ ଯାଉଛି ଐତିହାସିକ ବାଲିଯାତ୍ରା।

ଐତିହାସିକ କଟକ ବାଲିଯାତ୍ରା ପାଇଁ ଆଜିଠୁ ଆରମ୍ଭ ହେଲା ପ୍ଲଟ ନିଲାମ ପ୍ରକ୍ରିୟା। ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନିଲାମ ପ୍ରକ୍ରିୟା ।

ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ନିଲାମ ପ୍ରକ୍ରିୟା। ନିଲାମ ପ୍ରକ୍ରିୟା ପାଇଁ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଧିକାରୀ, କର୍ମଚାରୀମାନଙ୍କୁ ନେଇ ୧୦ଟି ଟିମ କରାଯାଇଛି। ୧୦ ଟି ସ୍ଥାନରେ ଚାଲିଛି ପ୍ଲଟ ନିଲାମ ପ୍ରକ୍ରିୟା। । ୮୯୪ ଜଣ ଆବେଦନକାରୀ ମୋଟ ୧୬୦୦ ପ୍ଲଟ ପାଇଁ ପଞ୍ଜିକରଣ କରିଛନ୍ତି।

Post Views12 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!