ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶାର ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଟ୍ରେନ୍ ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ; ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ୍ ଏବଂ ବାଦାମପାହାଡ଼ – ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏହି ଉଦଘାଟନୀ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ, ଯୋଗାଯୋଗ ଓ ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଜଳସଂପଦ ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।
Related Posts
ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓ ବାର୍ତ୍ତା ଜାରି…
୬ ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର
୬ ବିଭାଗର ୭ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର । ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି…
କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ସାଂସଦରତ୍ନ ପୁରସ୍କାର ପାଇଁ ମନୋନୀତ
କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୭ ଜଣ ସଦସ୍ୟ ଏବଂ ୨ଟି ସଂସଦୀୟ ସ୍ଥାୟୀ କମିଟିକୁ ଚଳିତ…

