ଜେଲରୁ ମୁକୁଳିଲେ ଅର୍ଚ୍ଚନା ନାଗ । ୧୪ ମାସ ପରେ ଭୁବନେଶ୍ବର ଝାରପଡ଼ା ଜେଲ୍ରୁ ମୁକୁଳିଛନ୍ତି ଅର୍ଚ୍ଚନା । ହନିଟ୍ରାପ୍ ମାମଲାରେ ସେ ଜେଲରେ ଥିଲେ । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତ ମୂଳକ ଜାମିନ । ଜେଲରୁ ବାହାରିବା ପରେ କୋର୍ଟଙ୍କ ଦ୍ବାରସ୍ଥ ହେବି ବୋଲି କହିଛନ୍ତି ଅର୍ଚ୍ଚନା । ପୂର୍ବରୁ ସ୍ବାମୀ ଜଗବନ୍ଧୁଙ୍କୁ ମିଳିଥିଲା ଜାମିନ । ଇଡି ଓ କମିଶନରେଟ ପୋଲିସ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ।

