ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ‘ନିଯୁକ୍ତି ପର୍ବ’

ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ନବନିଯୁକ୍ତ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି ପତ୍ର ।

ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ନୂଆ ନିଯୁକ୍ତି ପାଇଥିବା ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସେବା (ଜନସ୍ୱାସ୍ଥ୍ୟ କ୍ୟାଡର) ଓ ଓଡ଼ିଶା ମ୍ୟୁନିସପାଲ ଇଞ୍ଜିନିୟରିଂ ସେବା (ଓଏମଇଏସ କ୍ୟାଡ଼ର)ର ୧୦୬ ଜଣ ସିଭିଲ ଜୁନିଅର ଇଞ୍ଜିନିୟରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ସେମାନଙ୍କୁ ଦିଗଦର୍ଶନ ଦେବେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର୍ସ ସେବା କ୍ୟାଡରର ନବ ନିଯୁକ୍ତ ୩୯୮ଜଣ ସିଭିଲ ଜୁନିଅର ଇଞ୍ଜିନିୟରଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!