ରନ୍‌ୱେରୁ ଖସିଗଲା ମିଆଁମାର ସେନା ବିମାନ

ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଟର୍ମିନାଲରେ ପହଞ୍ଚିବା ପୂର୍ବରୁ ମିଆଁମାରର ଏକ ସାମରିକ ବିମାନ ରନୱେରୁ ଖସିଯିବା ପରେ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏହି ଦୁର୍ଘଟଣାରେ ଅତି କମରେ ଦୁଇ ଜଣ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୧୦.୧୯ ସମୟରେ ଏହି ଘଟଣା ଘଟିଛି।

ସୂଚନାନୁସାରେ, ମିଆଁମାର ସେନା ଏବଂ ନାଗରିକ ସେନା ମଧ୍ୟରେ ସଂଘର୍ଷ ହେତୁ ଲଙ୍ଗଟଲାଇ ଜିଲ୍ଲାରୁ ପଳାୟନ କରିଥିବା ମିଆଁମାର ସୈନିକମାନଙ୍କୁ ଏହି ବିମାନରେ ଅଣା ଯାଉଥିଲା। ମିଜୋରାମର ଲେଙ୍ଗପୁଇ ବିମାନବନ୍ଦରରେ ଅବତରଣ କରିବା ପରେ ବିମାନଟି ରନୱେରୁ ଖସିଗଲା।

ଫଳରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!