ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କ ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ସରକାର ଦୁଇ ଟଙ୍କା ହ୍ରାସ କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି ଏବଂ ନୂଆ ଦର ଆସନ୍ତାକାଲି ସକାଳ ୬ଟାରୁ ଲାଗୁ ହେବ ।
Related Posts
ଉପରାଷ୍ଟ୍ରପତି ନିର୍ବାଚନରେ ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
ଆସିଲା ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ । ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ…
ରାଗିଗଲେ ରାଜ୍ୟପାଳ, ଗୃହ ଛାଡି ପଳାଇଲେ
ବିଧାନସଭା ଅଧିବେଶନରେ ଜାତୀୟ ସଂଗୀତକୁ ଅପମାନିତ ହେବା ଦେଖି ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି କ୍ରୋଧିତ ହୋଇ ବିଧାନସଭା ଅଧିବେଶନକୁ…
ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଅଭିନେତା ସୈଫ ଅଲ୍ଲି ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧ ଯୁବକକୁ ମୁମ୍ବାଇ ପୋଲିସର ସ୍ପେଶାଲ…

