ଅନୁଭବଙ୍କ ନାଁରେ ଜାରି ହେଲା ଏନବିଡବ୍ଲୁ

ଅନୁଭବ ମହାନ୍ତିଙ୍କ ନାଁରେ ଜାରି ହେଲା ଏନବିଡବ୍ଲୁ । କଟକ ଜେଏମଏଫସି କୋର୍ଟ ପକ୍ଷରୁ ଏନବିଡବ୍ଲୁ ଜାରି ହୋଇଛି ।

ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ଏନବିଡବ୍ଲୁ ଜାରି ହୋଇଛି । ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା, ହେଲେ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ ।

ଚାର୍ଜଫ୍ରେମ ପାଇଁ ହାଜର ନହେବାରୁ ଏନବିଡବ୍ଲୁ ଜାରି କଲେ କୋର୍ଟ । ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ପୁରୀଘାଟ ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!