ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୋଡରେ ମୋହନ ମାଝୀ ।

ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଡାକରା ପାଇ ରାଜ୍ୟ ଅତିଥି ଭବନରେ ପହଞ୍ଚିଛନ୍ତି ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ ।

ପରେ ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ଡାକି ପାରନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତା ମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି । ବିଧାନସଭା ସଚିବ ଦାଶରଥୀ ଶତପଥି ମଧ୍ୟ ମୁଖମନ୍ତ୍ରୀଙ୍କୁ ଭେଟିଛନ୍ତି ।

Post Views42 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!