ବିରୋଧୀ ଦଳ ନେତା ହେବେ ନବୀନ ପଟ୍ଟନାୟକ

ବିରୋଧୀ ଦଳ ନେତା‌ ହେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଆଜି ବିଜେଡ଼ି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ସେହିପରି ଯାଜପୁର ଜିଲ୍ଲା ବିଝାରପୁର ବିଧାୟିକା ପ୍ରମିଳା ମଲ୍ଲୀକ ବିରୋଧୀ ଦଳର ମୁଖ୍ୟ ସଚେତକ, କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବିଧାୟକ ପ୍ରତାପ ଦେବ ବିରୋଧୀ ଦଳ ଉପମୁଖ୍ୟ ସଚେତକ ଓ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ବିରୋଧୀ ଦଳର ଉପନେତା ହୋଇଛନ୍ତି।

 

Post Views32 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!