ପ୍ରକାଶ ପାଇଛି ନିଟ୍ ୟୁଜି ରେଜଲ୍ଚ

ପ୍ରକାଶ ପାଇଛି ନିଟ୍ ୟୁଜି ରେଜଲ୍ଟ, ଆଜି ମଧ୍ୟାହ୍ନ ସୁଦ୍ଧା ସହର ଓ ସେଣ୍ଟର ଅନୁସାରେ ରେଜଲ୍ଟ ପ୍ରକାଶ କରିବାକୁ ଏନଟିଏ କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। nta.nic.in ୱେବ ସାଇଟ କୁ ଯାଇ ନିଜ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ ।

ଅନ୍ୟପଟେ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗର ତଦନ୍ତ କରୁଛି ସିବିଆଇ। ସିବିଆଇ ତଦନ୍ତ ଦାୟିତ୍ୱ ପାଇବା ପରେ ଏଫଆଇଆର ରୁଜୁ କରି ୬୦ ଜଣଙ୍କୁ ଗିରଫ କରିସାରିଲାଣି । ବିହାର ପେପର ଲିକର ମୂଳକେନ୍ଦ୍ର ହୋଇଥିବା ବେଳେ ଗୁଜରାଟ, ରାଜସ୍ଥାନ ଓ ମହାରାଷ୍ଟ୍ରରେ ମଧ୍ୟ ଏହାର ଲିଙ୍କ ରହିଛି। ଏଠାରେ ମଧ୍ୟ ପରୀକ୍ଷା ବେଳେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇ ଆସୁଛି। ତେଣୁ ପୁନଃ ପରୀକ୍ଷା ପାଇଁ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ କରାଯାଇଥିଲା।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!