ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ

ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସବାଂଲାଦେଶରେ ଅନ୍ତରୀଣ ସରକାରର ଆଜି ହେବ ଶପଥଗ୍ରହଣ ଉତ୍ସବ । ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ।

ଶେଖ୍ ହାସିନା ସରକାରର ପତନ ପରେ, ବାଂଲାଦେଶରେ ନବଗଠିତ ଅନ୍ତରୀଣ ସରକାରର ନେତୃତ୍ବ ନେବେ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ। ଦେଶରେ ରାଜନୈତିକ ଅସ୍ଥିରତା ଭିତରେ ଆଜି ହେବ ଶପଥଗ୍ରହଣ ଉତ୍ସବ। ଆଜି ରାତି ପ୍ରାୟ ୮ଟାରେ ୮୪ ବର୍ଷୀୟ ୟୁନୁସ୍ ଅନ୍ତରୀଣ ସରକାରର ମୁଖ୍ୟ ଭାବେ ଶପଥ ନେବା କାର୍ଯ୍ୟକ୍ରମ ରହିଛି । ଏଭଳି ସ୍ଥିତିରେ ଦେଶବାସୀଙ୍କୁ ଶାନ୍ତ ରହିବାକୁ ଆହ୍ବାନ ଦେବା ସହ ନୂଆ ବାଂଲାଦେଶ ଗଠନ ପାଇଁ ପ୍ରସ୍ତୁତ ରହିବାକୁ କହିଛନ୍ତି ୟୁନୁସ ।

Post Views53 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!