ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ କହିଲେ ଅବକାରୀ ମନ୍ତ୍ରୀ

ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । କୌଣସି ଶିକ୍ଷାନୁଷ୍ଠାନ ଯଥା ସ୍କୁଲ, କଲେଜ କିମ୍ବା ମନ୍ଦିର ପାଖରେ ରହିବନି ମଦ ଦୋକାନ। ନୂଆ ନିୟମ ଅନୁଯାୟୀ ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ସେହିପରି ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ ହେବ ବୋଲି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!