୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!