କାଲି ମିଳିବ ‘ସୁଭଦ୍ରା’ ଟଙ୍କା

ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ଦ୍ବିତୀୟ ପର୍ଯ୍ୟାୟର ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନସିପିଆଇ କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶାର ମହିଳାମାନଙ୍କୁ ସାଧୁବାଦ ଜଣାଇଛନ୍ତି। ଏଯାବତ୍ ୧ କୋଟିରୁ ଅଧିକ ମହିଳା ହିତାଧିକାରୀ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ଲାଗି ଆବେଦନ କରିସାରିଲେଣି।

 

 

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!