ମୁମ୍ବାଇରେ ଓଡ଼ିଶା ସରକାର ପକ୍ଷରୁ ଦୁଇ ଦିନିଆ ନିବେଶକ ସମ୍ମିଳନୀ

ଆଜି ଓ ଆସନ୍ତାକାଲି ମୁମ୍ବାଇରେ ଓଡ଼ିଶା ସରକାର ପକ୍ଷରୁ ଆୟୋଜନ କରାଯାଇଛି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ଶୋ’। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ ସହ ରାଜ୍ୟର ବରିଷ୍ଠ ଅଧିକାରୀମାନେ ସାମିଲ ହେବେ।

ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବାଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ଯେଉଁଥିରେ ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ ହେବାକୁ ଥିବା ‘ଇଣ୍ଡିଆ କେମ୍’ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!