ବଲାଙ୍ଗୀରକୁ ୮୯୦ କୋଟିର ଉପହାର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଲାଙ୍ଗୀର ଗସ୍ତ ନେଇ ବ୍ୟାପକ ପ୍ରସ୍ତୁତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡି । ୮୯୦କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସାଂସଦ ସଂଗୀତ କୁମାରୀ ସିଂ ଦେଓ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, କଣ୍ଟାବାଞ୍ଜି ବିଧାୟକ ଓ ଜିଲ୍ଳାପାଳ ମଧ୍ୟ ସାମିଲ ହେବେ । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!