ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଛି । ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। ଚଢ଼ାଉ ବେଳେ ପୁଳା ପୁଳା ସୁନା ଅଳଙ୍କାର ଓ ଜମିବାଡ଼ି କାଗଜ ପତ୍ର ଭିଜିଲାନ୍ସ ଜବତ କରିଥିବା ଜଣାଯାଇଛି।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!