ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର।ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରାଯାଇଛି।ତେବେ କାହିଁକି ତାଙ୍କୁ ବଦଳି କରାଗଲା ତାହା ଜଣାପଡ଼ି ନାହିଁ। ସେ ଜୁଲାଇରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳି ପରେ ତାଙ୍କୁ ପୌର ପ୍ରଶାସନ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

Post Views80 Total Count

Apply Now


This will close in 0 seconds

error: Content is protected !!