୮୦ବର୍ଷରୁ ଅଧିକ ବୟସର ନାଗରିକ ଏବଂ ୮୦ ପ୍ରତିଶତ କିମ୍ବା ତା’ଠାରୁ ଅଧିକ ଭିନ୍ନକ୍ଷମଙ୍କୁ ମିଳିଲା ୩୫୦୦ ଟଙ୍କାର ସାମାଜିକ ସୁରକ୍ଷା ଭତ୍ତା । ଏହାଦ୍ୱାରା ରାଜ୍ୟର ୪ଲକ୍ଷ ୧୫ ହଜାରରୁ ଅଧିକ ହିତାଧିକାରୀ ଉପକୃତ ହେବେ। କେନ୍ଦୁଝରରେ ସାମାଜିକ ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଯାଇଛି | ଆଉ ମୁଖ୍ୟମନ୍ତ୍ରୀ ଆଜି ହିତାଧିକାରୀଙ୍କୁ ୧୫୦୦ ଟଙ୍କା ପରିବର୍ତ୍ତେ ୩୫୦୦ ଟଙ୍କାର ଭତ୍ତା ବାଣ୍ଟିଛନ୍ତି | ସୂଚନା ଥାଉ କି ଆଜିଠାରୁ ଏହା ଆରମ୍ଭ ହୋଇଥିବାବେଳେ ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ଭତ୍ତା ୩୫୦୦ ଟଙ୍କାକୁ ଵୃଦ୍ଧି କରାଯାଇଛି |
Related Posts
ୟୁନିଟ୍-୧ ହାଇସ୍କୁଲ ସମ୍ମୁଖରୁ ଯୁବକଙ୍କ ମୃତଦେହ ଉଦ୍ଧାର
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ । ୟୁନିଟ୍-୧ ହାଇସ୍କୁଲ ସମ୍ମୁଖରୁ ଯୁବକଙ୍କ ମୃତଦେହ ଉଦ୍ଧାର କରି…
ଅରିନ୍ଦମ ବ୍ୟକ୍ତିଗତ, ଅନୁପମ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ
କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ଆଜି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ…
ଶିମିଳିପାଳ ଜଙ୍ଗଲ ଭିତରେ ଲୁଚି ଛି କ୍ୟାନ୍ସର ର ଔଷଧ
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଜୈବ ପ୍ରଯୁକ୍ତି ବିଦ୍ୟା ବିଭାଗର ଗବେଷଣାରୁ ମିଳିଛି ନୂଆ ତଥ୍ୟ। ଶିମିଳିପାଳ ଜଙ୍ଗଲ ଭିତରେ…

