ଚର୍ଚ୍ଚାରେ କନ୍ଧମାଳ ଜିଲ୍ଲା ଫୁଲବାଣୀର ଦାନି ଭିକ୍ଷୁକ ତୁଳା ମାଉସୀ

ଚର୍ଚ୍ଚାରେ କନ୍ଧମାଳ ଜିଲ୍ଲା ଫୁଲବାଣୀର ଦାନି ଭିକ୍ଷୁକ ତୁଳା ମାଉସୀ। ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ତାଙ୍କର ଫୋଟ ଚିତ୍ରକୁ ସ୍ଥାନୀୟ ଅଞ୍ଚଳରେ ଢେର୍‌ ଚର୍ଚ୍ଚା ହେଉଛି।

କ୍ୟାଲେଣ୍ଡରର ପ୍ରଥମ ପୃଷ୍ଠା ଅର୍ଥାତ ଜାନୁଆରୀ ମାସ ପେଜରେ ତାଙ୍କର ଫଟୋ ରହିଛି। ଏହି କ୍ୟାଲେଣ୍ଡରକୁ ଗତ ୬ ତାରିଖରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି।

ଯାହାକୁ ନେଇ ଦାନି ଭିକ୍ଷୁକ ତୁଳା ମାଉସୀ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ତାଙ୍କୁ ଏଥିପାଇଁ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି।

Post Views30 Total Count

Apply Now


This will close in 0 seconds

error: Content is protected !!