୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର

ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ୨୦୨୫ ପାଇଁ ପଦ୍ମଶ୍ରୀ ପୁରସ୍କାର ତାଲିକା ଘୋଷଣା କରିଛି କେନ୍ଦ୍ର ସରକାର। ଏଥିରେ ୪ ଓଡ଼ିଆଙ୍କୁ ମିଳିବ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର। ଡାକ୍ତର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ।

ସେହିପରି ମେଡିସିନ୍‌ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ। ସେହିପରି ଶିକ୍ଷା କ୍ଷେତ୍ରରେ ପ୍ରତିଭା ଶତପଥୀ, କଳାରେ ଦୁର୍ଗା ଚରଣ ରଣବୀର ଓ ଭାସ୍କର୍ଯ୍ୟ ଶିଳ୍ପୀ ଅଦ୍ୱୈତ ଚରଣ ଗଡ଼ନାୟକଙ୍କୁ ଏହି ସମ୍ମାନଜନକ ପୁରସ୍କାର ମିଳିବ।

Post Views3 Total Count

Apply Now


This will close in 0 seconds

error: Content is protected !!