ସୁନା ଛୁଇଁବା ଲାଗୁଛି ଡର

ଭୁବନେଶ୍ୱରରେ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନାର ଦର ୮୪,୪୧୦ ଟଙ୍କାରେ କାରବାର ହେଉଥିଲାବେଳେ ପ୍ରତି ୧୦ଗ୍ରାମ ପିଛା ୨୨ କ୍ୟାରେଟ ସୁନାର ଦର ୭୭,୪୫୦ ଟଙ୍କା ଏବଂ ୧୮ କ୍ୟାରେଟ ସୁନାର ଦର ୬୩,୩୭୦ ଟଙ୍କାରେ ବିକ୍ରି ହେଉଥିଲାବେଳେ ରୁପା ଦର ପ୍ରତି କିଲୋଗ୍ରାମ ପିଛା ୧,୦୭,୦୦୦ ଟଙ୍କାରେ ରହିଛି।

ସେହିପରି ନୂଆଦିଲ୍ଲୀରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ ସୁନାର ଦର ୮୪,୬୬୩ ଟଙ୍କାରେ କାରବାର ହେଉଥିଲାବେଳେ ପ୍ରତି ୧୦ ଗ୍ରାମ ପିଛା ୨୨କ୍ୟାରେଟ ସୁନାର ଦର ୭୭,୬୨୩ ଟଙ୍କା ଏବଂ ୧୮ କ୍ୟାରେଟ ସୁନାର ଦର ୬୩,୪୯୦ ଟଙ୍କାରେ ବିକ୍ରି ହେଉଥିଲା ବେଳେ ରୁପା ଦର ପ୍ରତି କିଲୋଗ୍ରାମ ପିଛା ୧,୦୨,୦୦୦ଟଙ୍କାରେ ରହିଛି।

ଉଲ୍ଲେଖଯୋଗ୍ୟ, ଚେନ୍ନାଇ ବଜାରରେ ୨୪ କ୍ୟାରେଟ ସୁନାର ଦର ୮୪,୫୧୧ ଟଙ୍କାରେ କାରବାର ହେଉଥିଲାବେଳେ ରୁପା ଦର ପ୍ରତି କିଲୋଗ୍ରାମ ପିଛା ୧,୦୯,୭୦୦ ଟଙ୍କାରେ ପହଞ୍ଚତ୍ଛି।

Post Views3 Total Count

Apply Now


This will close in 0 seconds

error: Content is protected !!