ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନିର୍ମାଣ ହେବ ସ୍ଥାୟୀ ରାଜମହଲ

ବରଗଡ଼ବାସୀଙ୍କ ପାଇଁ ଆସିଲା ଖୁସି ଖବର। ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନିର୍ମାଣ ହେବ ସ୍ଥାୟୀ ରାଜମହଲ । ଏଥିପାଇଁ ରାଜ୍ୟ ସରକାର ପ୍ରାୟ ୧୨କୋଟି ୭୯ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।

ରାଜ୍ୟ ପର୍ଯ୍ୟଟନ ବିଭାଗର ପକ୍ଷରୁ ଏକ ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ତାଙ୍କ ଫେସବୁକ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି।

Post Views32 Total Count

Apply Now


This will close in 0 seconds

error: Content is protected !!