ଦ୍ବିତୀୟ ବିବାହ କଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଦ୍ଵିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହେଲେ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ରୋଜାଲିନ ପଟ୍ଟନାୟକଙ୍କୁ ମନ୍ମଥ ରାଉତରାୟ ବିବାହ କରିଛନ୍ତି । ରୋଜାଲିନ ପେଶାରେ ଜଣେ ବ୍ୟାଙ୍କର ।

ସେ ମୁମ୍ବାଇରେ ଚାକିରି କରନ୍ତି । ଉଭୟ ପ୍ରେମ ବିବାହ କରିଛନ୍ତି । ଚନ୍ଦକା ରୋସର୍ଟରେ ବିବାହ ହୋଇଛି । ଉଭୟ ପରିବାରର ଲୋକଙ୍କ ଉପସ୍ଥିତିରେ ଏହି ବିବାହ ହୋଇଛି। ଦି ପ୍ରହରେ ସମୟରେ ବାପା ସୁରେଶ ରାଉତରାୟ କିଛି ସମୟ ପାଇଁ ପାଇଁ ଉପସ୍ଥିତ ଥିଲେ ।

ବିବାହ ସମୟରେ ଉପସ୍ଥିତ ଥିଲେ ମନ୍ମଥଙ୍କ ମା ମାଳତୀ ରାଉତରାୟ । ମନ୍ମଥଙ୍କ ଭିଣୋଇ ପ୍ରସାଦ ହରିଚନ୍ଦନ ବିବାହରେ ଯୋଗ ଦେଇଥିଲେ ।

Post Views16 Total Count

Apply Now


This will close in 0 seconds

error: Content is protected !!